Psalm 47 47 Psalms Book 2 Odia Unlocked Literal Bible 1 ULB ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। BSB BSB: For the choirmaster. A Psalm of the sons of Korah. Clap your hands, all you peoples; shout unto God with a voice of triumph.
2 ULB କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା। BSB BSB: How awesome is the LORD Most High, the great King over all the earth!
3 ULB ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ। BSB BSB: He subdues nations beneath us, and peoples under our feet.
4 ULB ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। ସେଲା BSB BSB: He chooses our inheritance for us, the pride of Jacob, whom He loves. Selah
5 ULB ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି। BSB BSB: God has ascended amid shouts of joy, the LORD with the sound of the horn.
6 ULB ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର। BSB BSB: Sing praises to God, sing praises; sing praises to our King, sing praises!
7 ULB କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର। BSB BSB: For God is King of all the earth; sing to Him a psalm of praise.
8 ULB ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ। BSB BSB: God reigns over the nations; God is seated on His holy throne.
9 ULB ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି। BSB BSB: The nobles of the nations have assembled as the people of the God of Abraham; for the shields of the earth belong to God; He is highly exalted.
Select verses for actions: Enter goes to them and Escape comes back.
Chapter complete
You’ve read Psalm 47
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 47, and keep Opened free for readers who can’t pay.