1 ULB ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ। BSB BSB: A song. A Psalm of the sons of Korah. Great is the LORD, and greatly to be praised in the city of our God, His holy mountain.
2 ULB ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର। BSB BSB: Beautiful in loftiness, the joy of all the earth, like the peaks of Zaphon is Mount Zion, the city of the great King.
3 ULB ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି। BSB BSB: God is in her citadels; He has shown Himself to be a fortress.
4 ULB କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ। BSB BSB: For behold, the kings assembled; they all advanced together.
5 ULB ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ; BSB BSB: They saw and were astounded; they fled in terror.
6 ULB ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ। BSB BSB: Trembling seized them there, anguish like a woman in labor.
7 ULB ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ। BSB BSB: With a wind from the east You wrecked the ships of Tarshish.
8 ULB ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। ସେଲା BSB BSB: As we have heard, so we have seen in the city of the LORD of Hosts, in the city of our God: God will establish her forever. Selah
9 ULB ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ। BSB BSB: Within Your temple, O God, we contemplate Your loving devotion.
10 ULB ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ। BSB BSB: Your name, O God, like Your praise, reaches to the ends of the earth; Your right hand is full of righteousness.
11 ULB ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ। BSB BSB: Mount Zion is glad, the daughters of Judah rejoice, on account of Your judgments.
12 ULB ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର। BSB BSB: March around Zion, encircle her, count her towers,
13 ULB ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର। BSB BSB: consider her ramparts, tour her citadels, that you may tell the next generation.
14 ULB କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ। BSB BSB: For this God is our God forever and ever; He will be our guide even till death.
Select verses for actions: Enter goes to them and Escape comes back.