1 ULB ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ, BSB BSB: For the choirmaster. A Psalm of the sons of Korah. Hear this, all you peoples; listen, all inhabitants of the world,
2 ULB ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର। BSB BSB: both low and high, rich and poor alike.
3 ULB ମୋହର ମୁଖ ଜ୍ଞାନର କଥା କହିବ ଓ ମୋ’ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ। BSB BSB: My mouth will impart wisdom, and the meditation of my heart will bring understanding.
4 ULB ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି। BSB BSB: I will incline my ear to a proverb; I will express my riddle with the harp:
5 ULB ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି? BSB BSB: Why should I fear in times of trouble, when wicked usurpers surround me?
6 ULB ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; BSB BSB: They trust in their wealth and boast in their great riches.
7 ULB ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ। BSB BSB: No man can possibly redeem his brother or pay his ransom to God.
8 ULB କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ; BSB BSB: For the redemption of his soul is costly, and never can payment suffice,
9 ULB କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ। BSB BSB: that he should live on forever and not see decay.
10 ULB ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି। BSB BSB: For it is clear that wise men die, and the foolish and the senseless both perish and leave their wealth to others.
11 ULB ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି। BSB BSB: Their graves are their eternal homes—their dwellings for endless generations—even though their lands were their namesakes.
12 ULB ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ। BSB BSB: But a man, despite his wealth, cannot endure; he is like the beasts that perish.
13 ULB ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। ସେଲା BSB BSB: This is the fate of the foolish and their followers who endorse their sayings. Selah
14 ULB ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ। BSB BSB: Like sheep they are destined for Sheol. Death will be their shepherd. The upright will rule them in the morning, and their form will decay in Sheol, far from their lofty abode.
15 ULB ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। ସେଲା BSB BSB: But God will redeem my life from Sheol, for He will surely take me to Himself. Selah
16 ULB କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; BSB BSB: Do not be afraid when a man grows rich, when the splendor of his house increases.
17 ULB କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ। BSB BSB: For when he dies, he will carry nothing away; his abundance will not follow him down.
18 ULB ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି; BSB BSB: Though in his lifetime he blesses his soul—and men praise you when you prosper—
19 ULB ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ। BSB BSB: he will join the generation of his fathers, who will never see the light of day.
20 ULB ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ। BSB BSB: A man who has riches without understanding is like the beasts that perish.
Select verses for actions: Enter goes to them and Escape comes back.