1 ULB ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର। BSB BSB: For the choirmaster. A Psalm of David. When Nathan the prophet came to him after his adultery with Bathsheba. Have mercy on me, O God, according to Your loving devotion; according to Your great compassion, blot out my transgressions.
2 ULB ମୋ’ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ’ ପାପରୁ ମୋତେ ଶୁଚି କର। BSB BSB: Wash me clean of my iniquity and cleanse me from my sin.
3 ULB କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ’ ପାପ ସର୍ବଦା ମୋ’ ସମ୍ମୁଖରେ ଅଛି। BSB BSB: For I know my transgressions, and my sin is always before me.
4 ULB ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ। BSB BSB: Against You, You only, have I sinned and done what is evil in Your sight, so that You may be proved right when You speak and blameless when You judge.
6 ULB ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ। BSB BSB: Surely You desire truth in the inmost being; You teach me wisdom in the inmost place.
7 ULB ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି। BSB BSB: Purify me with hyssop, and I will be clean; wash me, and I will be whiter than snow.
8 ULB ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ। BSB BSB: Let me hear joy and gladness; let the bones You have crushed rejoice.
9 ULB ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର। BSB BSB: Hide Your face from my sins and blot out all my iniquities.
10 ULB ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର। BSB BSB: Create in me a clean heart, O God, and renew a right spirit within me.
11 ULB ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ। BSB BSB: Cast me not away from Your presence; take not Your Holy Spirit from me.
12 ULB ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ। BSB BSB: Restore to me the joy of Your salvation, and sustain me with a willing spirit.
13 ULB ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ। BSB BSB: Then I will teach transgressors Your ways, and sinners will return to You.
14 ULB ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ। BSB BSB: Deliver me from bloodguilt, O God, the God of my salvation, and my tongue will sing of Your righteousness.
15 ULB ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ। BSB BSB: O Lord, open my lips, and my mouth will declare Your praise.
16 ULB କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ। BSB BSB: For You do not delight in sacrifice, or I would bring it; You take no pleasure in burnt offerings.
17 ULB ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ। BSB BSB: The sacrifices of God are a broken spirit; a broken and a contrite heart, O God, You will not despise.
18 ULB ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର। BSB BSB: In Your good pleasure, cause Zion to prosper; build up the walls of Jerusalem.
19 ULB ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ। BSB BSB: Then You will delight in righteous sacrifices, in whole burnt offerings; then bulls will be offered on Your altar.
Select verses for actions: Enter goes to them and Escape comes back.