Psalm 52 52 Psalms Book 2 Odia Unlocked Literal Bible 1 ULB ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ? BSB BSB: For the choirmaster. A Maskil of David. After Doeg the Edomite went to Saul and told him, “David has gone to the house of Ahimelech.” Why do you boast of evil, O mighty man? The loving devotion of God endures all day long.
2 ULB ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି। BSB BSB: Your tongue devises destruction like a sharpened razor, O worker of deceit.
3 ULB ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। ସେଲା BSB BSB: You love evil more than good, falsehood more than speaking truth. Selah
4 ULB ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ। BSB BSB: You love every word that devours, O deceitful tongue.
5 ULB ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। ସେଲା BSB BSB: Surely God will bring you down to everlasting ruin; He will snatch you up and tear you away from your tent; He will uproot you from the land of the living. Selah
6 ULB ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ, BSB BSB: The righteous will see and fear; they will mock the evildoer, saying,
7 ULB ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା। BSB BSB: “Look at the man who did not make God his refuge, but trusted in the abundance of his wealth and strengthened himself by destruction.”
8 ULB ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି। BSB BSB: But I am like an olive tree flourishing in the house of God; I trust in the loving devotion of God forever and ever.
9 ULB ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ। BSB BSB: I will praise You forever, because You have done it. I will wait on Your name—for it is good—in the presence of Your saints.
Select verses for actions: Enter goes to them and Escape comes back.
Chapter complete
You’ve read Psalm 52
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 52, and keep Opened free for readers who can’t pay.