Psalm 54 54 Psalms Book 2 Odia Unlocked Literal Bible 1 ULB ହେ ପରମେଶ୍ୱର, ତୁମ୍ଭ ନାମ ଦ୍ୱାରା ମୋତେ ପରିତ୍ରାଣ କର ଓ ତୁମ୍ଭ ପରାକ୍ରମରେ ମୋହର ବିଚାର କର। BSB BSB: For the choirmaster. With stringed instruments. A Maskil of David. When the Ziphites went to Saul and said, “Is David not hiding among us?” Save me, O God, by Your name, and vindicate me by Your might!
2 ULB ହେ ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ମୋ’ ମୁଖର କଥାରେ କର୍ଣ୍ଣପାତ କର। BSB BSB: Hear my prayer, O God; listen to the words of my mouth.
3 ULB କାରଣ ଅପରିଚିତ ଲୋକମାନେ ମୋ’ ବିରୁଦ୍ଧରେ ଉଠିଅଛନ୍ତି, ପୁଣି, ଦୁରନ୍ତ ଲୋକମାନେ ମୋ’ ପ୍ରାଣ ଖୋଜି ଅଛନ୍ତି। ସେମାନେ ପରମେଶ୍ୱରଙ୍କୁ ଆପଣା ସମ୍ମୁଖରେ ରଖି ନାହାନ୍ତି। ସେଲା BSB BSB: For strangers rise up against me, and ruthless men seek my life—men with no regard for God. Selah
4 ULB ଦେଖ, ପରମେଶ୍ୱର ମୋହର ସାହାଯ୍ୟକାରୀ; ପ୍ରଭୁ ମୋ’ ପ୍ରାଣରକ୍ଷକ ଅଟନ୍ତି। BSB BSB: Surely God is my helper; the Lord is the sustainer of my soul.
5 ULB ସେ ମୋ’ ଶତ୍ରୁମାନଙ୍କ ପ୍ରତି ମନ୍ଦତାର ଫଳ ଦେବେ; ତୁମ୍ଭେ ଆପଣା ସତ୍ୟତାରେ ସେମାନଙ୍କୁ ବିନାଶ କର। BSB BSB: He will reward my enemies with evil. In Your faithfulness, destroy them.
6 ULB ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ। BSB BSB: Freely I will sacrifice to You; I will praise Your name, O LORD, for it is good.
7 ULB ଯେହେତୁ ସେ ମୋତେ ସମସ୍ତ ବିପଦରୁ ଉଦ୍ଧାର କରିଅଛନ୍ତି; ଆଉ, ମୋ’ ଶତ୍ରୁଗଣ ଉପରେ ମୋର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି। BSB BSB: For He has delivered me from every trouble, and my eyes have looked in triumph on my foes.
Select verses for actions: Enter goes to them and Escape comes back.
Chapter complete
You’ve read Psalm 54
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 54, and keep Opened free for readers who can’t pay.