1 ULB ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋ’ ପ୍ରତି ଉପଦ୍ରବ କରଇ। BSB BSB: For the choirmaster. To the tune of “A Dove on Distant Oaks.” A Miktam of David, when the Philistines seized him in Gath. Be merciful to me, O God, for men are hounding me; all day they press their attack.
2 ULB ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋ’ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ। BSB BSB: My enemies pursue me all day long, for many proudly assail me.
3 ULB ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି। BSB BSB: When I am afraid, I put my trust in You.
4 ULB ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ? BSB BSB: In God, whose word I praise—in God I trust. I will not be afraid. What can man do to me?
5 ULB ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋ’ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ। BSB BSB: All day long they twist my words; all their thoughts are on my demise.
6 ULB ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋ’ ପ୍ରାଣର ଅପେକ୍ଷା କରିଅଛନ୍ତି। BSB BSB: They conspire, they lurk, they watch my steps while they wait to take my life.
7 ULB ସେମାନେ କ’ଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର। BSB BSB: In spite of such sin, will they escape? In Your anger, O God, cast down the nations.
8 ULB ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ? BSB BSB: You have taken account of my wanderings. Put my tears in Your bottle—are they not in Your book?
9 ULB ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋ’ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ। BSB BSB: Then my enemies will retreat on the day I cry for help. By this I will know that God is on my side.
10 ULB ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। BSB BSB: In God, whose word I praise, in the LORD, whose word I praise,
11 ULB ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କ’ଣ କରି ପାରିବ? BSB BSB: in God I trust; I will not be afraid. What can man do to me?
12 ULB ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି। BSB BSB: Your vows are upon me, O God; I will render thank offerings to You.
13 ULB କାରଣ ତୁମ୍ଭେ ମୃତ୍ୟୁୁରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କ’ଣ ପତନରୁ ମୋ’ ଚରଣକୁ ଉଦ୍ଧାର କରିବ ନାହିଁ? BSB BSB: For You have delivered my soul from death, and my feet from stumbling, that I may walk before God in the light of life.
Select verses for actions: Enter goes to them and Escape comes back.