Psalm 58 58 Psalms Book 2 Odia Unlocked Literal Bible 1 ULB ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ? ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ? BSB BSB: For the choirmaster. To the tune of “Do Not Destroy.” A Miktam of David. Do you indeed speak justly, O rulers? Do you judge uprightly, O sons of men?
2 ULB ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ। BSB BSB: No, in your hearts you devise injustice; with your hands you mete out violence on the earth.
3 ULB ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି। BSB BSB: The wicked are estranged from the womb; the liars go astray from birth.
4 ULB ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ; BSB BSB: Their venom is like the venom of a snake, like a cobra that shuts its ears,
5 ULB ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ। BSB BSB: refusing to hear the tune of the charmer who skillfully weaves his spell.
6 ULB ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ। BSB BSB: O God, shatter their teeth in their mouths; O LORD, tear out the fangs of the lions.
7 ULB ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ। BSB BSB: May they vanish like water that runs off; when they draw the bow, may their arrows be blunted.
8 ULB ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ। BSB BSB: Like a slug that dissolves in its slime, like a woman’s stillborn child, may they never see the sun.
9 ULB ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ। BSB BSB: Before your pots can feel the burning thorns—whether green or dry—He will sweep them away.
10 ULB ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ। BSB BSB: The righteous will rejoice when they see they are avenged; they will wash their feet in the blood of the wicked.
11 ULB ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି। BSB BSB: Then men will say, “There is surely a reward for the righteous! There is surely a God who judges the earth!”
Select verses for actions: Enter goes to them and Escape comes back.
Chapter complete
You’ve read Psalm 58
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 58, and keep Opened free for readers who can’t pay.