Psalm 6 6 Psalms Book 1 Odia Unlocked Literal Bible 1 ULB ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ। BSB BSB: For the choirmaster. With stringed instruments, according to Sheminith. A Psalm of David. O LORD, do not rebuke me in Your anger or discipline me in Your wrath.
2 ULB ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି। BSB BSB: Be merciful to me, O LORD, for I am frail; heal me, O LORD, for my bones are in agony.
3 ULB ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ? BSB BSB: My soul is deeply distressed. How long, O LORD, how long?
4 ULB ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର। BSB BSB: Turn, O LORD, and deliver my soul; save me because of Your loving devotion.
5 ULB କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ? BSB BSB: For there is no mention of You in death; who can praise You from Sheol?
6 ULB ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ। BSB BSB: I am weary from groaning; all night I flood my bed with weeping and drench my couch with tears.
7 ULB ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ। BSB BSB: My eyes fail from grief; they grow dim because of all my foes.
8 ULB ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି। BSB BSB: Depart from me, all you workers of iniquity, for the LORD has heard my weeping.
9 ULB ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ। BSB BSB: The LORD has heard my cry for mercy; the LORD accepts my prayer.
10 ULB ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ। BSB BSB: All my enemies will be ashamed and dismayed; they will turn back in sudden disgrace.
Select verses for actions: Enter goes to them and Escape comes back.
Chapter complete
You’ve read Psalm 6
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 6, and keep Opened free for readers who can’t pay.