Psalm 60 60 Psalms Book 2 Odia Unlocked Literal Bible 1 ULB ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର। BSB BSB: For the choirmaster. To the tune of “The Lily of the Covenant.” A Miktam of David for instruction. When he fought Aram-naharaim and Aram-zobah, and Joab returned and struck down 12,000 Edomites in the Valley of Salt. You have rejected us, O God; You have broken us; You have been angry; restore us!
2 ULB ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି। BSB BSB: You have shaken the land and torn it open. Heal its fractures, for it is quaking.
3 ULB ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ। BSB BSB: You have shown Your people hardship; we are staggered from the wine You made us drink.
4 ULB ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। ସେଲା BSB BSB: You have raised a banner for those who fear You, that they may flee the bow. Selah
5 ULB ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ। BSB BSB: Respond and save us with Your right hand, that Your beloved may be delivered.
6 ULB ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା। BSB BSB: God has spoken from His sanctuary: “I will triumph! I will parcel out Shechem and apportion the Valley of Succoth.
7 ULB ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ। BSB BSB: Gilead is Mine, and Manasseh is Mine; Ephraim is My helmet, Judah is My scepter.
8 ULB ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର। BSB BSB: Moab is My washbasin; upon Edom I toss My sandal; over Philistia I shout in triumph.”
9 ULB କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?” BSB BSB: Who will bring me to the fortified city? Who will lead me to Edom?
10 ULB ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ। BSB BSB: Have You not rejected us, O God? Will You no longer march out, O God, with our armies?
11 ULB ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା। BSB BSB: Give us aid against the enemy, for the help of man is worthless.
12 ULB ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ। BSB BSB: With God we will perform with valor, and He will trample our enemies.
Select verses for actions: Enter goes to them and Escape comes back.
Chapter complete
You’ve read Psalm 60
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 60, and keep Opened free for readers who can’t pay.