Psalm 67 67 Psalms Book 2 Odia Unlocked Literal Bible 1 ULB ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। ସେଲା BSB BSB: For the choirmaster. With stringed instruments. A Psalm. A song. May God be gracious to us and bless us, and cause His face to shine upon us, Selah
2 ULB ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ। BSB BSB: that Your ways may be known on earth, Your salvation among all nations.
3 ULB ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। BSB BSB: Let the peoples praise You, O God; let all the peoples praise You.
4 ULB ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। ସେଲା BSB BSB: Let the nations be glad and sing for joy, for You judge the peoples justly and lead the nations of the earth. Selah
5 ULB ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ। BSB BSB: Let the peoples praise You, O God; let all the peoples praise You.
6 ULB ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ। BSB BSB: The earth has yielded its harvest; God, our God, blesses us.
7 ULB ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ। BSB BSB: God blesses us, that all the ends of the earth shall fear Him.
Select verses for actions: Enter goes to them and Escape comes back.
Chapter complete
You’ve read Psalm 67
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 67, and keep Opened free for readers who can’t pay.