Psalm 70 70 Psalms Book 2 Odia Unlocked Literal Bible 1 ULB ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ। BSB BSB: For the choirmaster. Of David. To bring remembrance. Make haste, O God, to deliver me! Hurry, O LORD, to help me!
2 ULB ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ। BSB BSB: May those who seek my life be ashamed and confounded; may those who wish me harm be repelled and humiliated.
3 ULB ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ। BSB BSB: May those who say, “Aha, aha!” retreat because of their shame.
4 ULB ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, “ସେମାନେ ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ, BSB BSB: May all who seek You rejoice and be glad in You; may those who love Your salvation always say, “Let God be magnified!”
5 ULB ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋ’ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୁ, ବିଳମ୍ବ କର ନାହିଁ। BSB BSB: But I am poor and needy; hurry to me, O God. You are my help and my deliverer; O LORD, do not delay.
Select verses for actions: Enter goes to them and Escape comes back.
Chapter complete
You’ve read Psalm 70
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 70, and keep Opened free for readers who can’t pay.