Psalm 8 8 Psalms Book 1 Odia Unlocked Literal Bible 1 ULB ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। BSB BSB: For the choirmaster. According to Gittith. A Psalm of David. O LORD, our Lord, how majestic is Your name in all the earth! You have set Your glory above the heavens.
2 ULB ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ। BSB BSB: From the mouths of children and infants You have ordained praise on account of Your adversaries, to silence the enemy and avenger.
4 ULB ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ? BSB BSB: what is man that You are mindful of him, or the son of man that You care for him?
5 ULB ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। BSB BSB: You made him a little lower than the angels; You crowned him with glory and honor.
6 ULB ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; BSB BSB: You made him ruler of the works of Your hands; You have placed everything under his feet:
7 ULB ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; BSB BSB: all sheep and oxen, and even the beasts of the field,
8 ULB ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ। BSB BSB: the birds of the air and the fish of the sea, all that swim the paths of the seas.
9 ULB ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ। BSB BSB: O LORD, our Lord, how majestic is Your name in all the earth!
Select verses for actions: Enter goes to them and Escape comes back.
Chapter complete
You’ve read Psalm 8 What the commentators say on Psalm 8 Would life on other planets disprove Christianity?
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 8, and keep Opened free for readers who can’t pay.