1 ULB ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। BSB BSB: For the choirmaster. According to Gittith. Of Asaph. Sing for joy to God our strength; make a joyful noise to the God of Jacob.
2 ULB ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ। BSB BSB: Lift up a song, strike the tambourine, play the sweet-sounding harp and lyre.
3 ULB ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ। BSB BSB: Sound the ram’s horn at the New Moon, and at the full moon on the day of our Feast.
4 ULB କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ। BSB BSB: For this is a statute for Israel, an ordinance of the God of Jacob.
5 ULB ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ। BSB BSB: He ordained it as a testimony for Joseph when he went out over the land of Egypt, where I heard an unfamiliar language:
6 ULB ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା। BSB BSB: “I relieved his shoulder of the burden; his hands were freed from the basket.
7 ULB ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। ସେଲା BSB BSB: You called out in distress, and I rescued you; I answered you from the cloud of thunder; I tested you at the waters of Meribah. Selah
8 ULB ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ! BSB BSB: Hear, O My people, and I will warn you: O Israel, if only you would listen to Me!
9 ULB ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ। BSB BSB: There must be no strange god among you, nor shall you bow to a foreign god.
10 ULB ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା। BSB BSB: I am the LORD your God, who brought you up out of Egypt. Open wide your mouth, and I will fill it.
11 ULB ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ। BSB BSB: But My people would not listen to Me, and Israel would not obey Me.
12 ULB ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ। BSB BSB: So I gave them up to their stubborn hearts to follow their own devices.
13 ULB ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା! BSB BSB: If only My people would listen to Me, if Israel would follow My ways,
14 ULB ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ। BSB BSB: how soon I would subdue their enemies and turn My hand against their foes!
15 ULB ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା। BSB BSB: Those who hate the LORD would feign obedience, and their doom would last forever.
16 ULB ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ। BSB BSB: But I would feed you the finest wheat; with honey from the rock I would satisfy you.”
Select verses for actions: Enter goes to them and Escape comes back.