Psalm 82 82 Psalms Book 3 Odia Unlocked Literal Bible 1 ULB ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି। BSB BSB: A Psalm of Asaph. God presides in the divine assembly; He renders judgment among the gods:
2 ULB ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? ସେଲା BSB BSB: “How long will you judge unjustly and show partiality to the wicked? Selah
3 ULB ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର। BSB BSB: Defend the cause of the weak and fatherless; uphold the rights of the afflicted and oppressed.
4 ULB ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର। BSB BSB: Rescue the weak and needy; save them from the hand of the wicked.
5 ULB ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ। BSB BSB: They do not know or understand; they wander in the darkness; all the foundations of the earth are shaken.
6 ULB ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ। BSB BSB: I have said, ‘You are gods; you are all sons of the Most High.’
7 ULB ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।” BSB BSB: But like mortals you will die, and like rulers you will fall.”
8 ULB ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ। BSB BSB: Arise, O God, judge the earth, for all the nations are Your inheritance.
Select verses for actions: Enter goes to them and Escape comes back.
Chapter complete
You’ve read Psalm 82
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 82, and keep Opened free for readers who can’t pay.