3 ULB ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।” BSB BSB: You return man to dust, saying, “Return, O sons of mortals.”
4 ULB କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ। BSB BSB: For in Your sight a thousand years are but a day that passes, or a watch of the night.
5 ULB ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ। BSB BSB: You sweep them away in their sleep; they are like the new grass of the morning—
6 ULB ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟା ଯାଇ ଶୁଖଇ। BSB BSB: in the morning it springs up new, but by evening it fades and withers.
7 ULB କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ। BSB BSB: For we are consumed by Your anger and terrified by Your wrath.
8 ULB ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ। BSB BSB: You have set our iniquities before You, our secret sins in the light of Your presence.
9 ULB କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ। BSB BSB: For all our days decline in Your fury; we finish our years with a sigh.
10 ULB ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ। BSB BSB: The length of our days is seventy years—or eighty if we are strong—yet their pride is but labor and sorrow, for they quickly pass, and we fly away.
11 ULB ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ? BSB BSB: Who knows the power of Your anger? Your wrath matches the fear You are due.
12 ULB ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ। BSB BSB: So teach us to number our days, that we may present a heart of wisdom.
13 ULB ହେ ସଦାପ୍ରଭୁ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ। BSB BSB: Return, O LORD! How long will it be? Have compassion on Your servants.
14 ULB ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା। BSB BSB: Satisfy us in the morning with Your loving devotion, that we may sing for joy and be glad all our days.
15 ULB ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର। BSB BSB: Make us glad for as many days as You have afflicted us, for as many years as we have seen evil.
16 ULB ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ। BSB BSB: May Your work be shown to Your servants, and Your splendor to their children.
17 ULB ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର। BSB BSB: May the favor of the Lord our God rest upon us; establish for us the work of our hands—yes, establish the work of our hands!
Select verses for actions: Enter goes to them and Escape comes back.