1 ULB ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର, BSB BSB: A Psalm. A song for the Sabbath day. It is good to praise the LORD, and to sing praises to Your name, O Most High,
2 ULB ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ, BSB BSB: to proclaim Your loving devotion in the morning and Your faithfulness at night
3 ULB ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ। BSB BSB: with the ten-stringed harp and the melody of the lyre.
4 ULB ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି। BSB BSB: For You, O LORD, have made me glad by Your deeds; I sing for joy at the works of Your hands.
5 ULB ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର। BSB BSB: How great are Your works, O LORD, how deep are Your thoughts!
6 ULB ଜ୍ଞାନହୀନ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ; BSB BSB: A senseless man does not know, and a fool does not understand,
7 ULB ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ। BSB BSB: that though the wicked sprout like grass, and all evildoers flourish, they will be forever destroyed.
8 ULB ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ। BSB BSB: But You, O LORD, are exalted forever!
9 ULB କାରଣ ହେ ସଦାପ୍ରଭୁ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ। BSB BSB: For surely Your enemies, O LORD, surely Your enemies will perish; all evildoers will be scattered.
10 ULB ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି। BSB BSB: But You have exalted my horn like that of a wild ox; with fine oil I have been anointed.
11 ULB ମୋ’ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋ’ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି। BSB BSB: My eyes see the downfall of my enemies; my ears hear the wailing of my wicked foes.
12 ULB ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ। BSB BSB: The righteous will flourish like a palm tree, and grow like a cedar in Lebanon.
13 ULB ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ। BSB BSB: Planted in the house of the LORD, they will flourish in the courts of our God.
14 ULB ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ; BSB BSB: In old age they will still bear fruit; healthy and green they will remain,
15 ULB ତଦ୍ଦ୍ୱାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ। BSB BSB: to proclaim, “The LORD is upright; He is my Rock, and in Him there is no unrighteousness.”
Select verses for actions: Enter goes to them and Escape comes back.