1 ULB ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ। BSB BSB: Come, let us sing for joy to the LORD; let us shout to the Rock of our salvation!
2 ULB ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ୱନି କରୁ। BSB BSB: Let us enter His presence with thanksgiving; let us make a joyful noise to Him in song.
3 ULB କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି। BSB BSB: For the LORD is a great God, a great King above all gods.
4 ULB ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର। BSB BSB: In His hand are the depths of the earth, and the mountain peaks belong to Him.
5 ULB ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ। BSB BSB: The sea is His, for He made it, and His hands formed the dry land.
6 ULB ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ; BSB BSB: O come, let us worship and bow down; let us kneel before the LORD our Maker.
7 ULB କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ। BSB BSB: For He is our God, and we are the people of His pasture, the sheep under His care. Today, if you hear His voice,
8 ULB ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; BSB BSB: do not harden your hearts as you did at Meribah, in the day at Massah in the wilderness,
9 ULB ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ। BSB BSB: where your fathers tested and tried Me, though they had seen My work.
10 ULB ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି; BSB BSB: For forty years I was angry with that generation, and I said, “They are a people whose hearts go astray, and they have not known My ways.”
11 ULB ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ। BSB BSB: So I swore on oath in My anger, “They shall never enter My rest.”
Select verses for actions: Enter goes to them and Escape comes back.