1 ULB ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। BSB BSB: Sing to the LORD a new song; sing to the LORD, all the earth.
2 ULB ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର। BSB BSB: Sing to the LORD, bless His name; proclaim His salvation day after day.
3 ULB ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର। BSB BSB: Declare His glory among the nations, His wonders among all peoples.
4 ULB କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ। BSB BSB: For great is the LORD, and greatly to be praised; He is to be feared above all gods.
5 ULB କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। BSB BSB: For all the gods of the nations are idols, but it is the LORD who made the heavens.
6 ULB ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ। BSB BSB: Splendor and majesty are before Him; strength and beauty fill His sanctuary.
7 ULB ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର। BSB BSB: Ascribe to the LORD, O families of the nations, ascribe to the LORD glory and strength.
8 ULB ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ। BSB BSB: Ascribe to the LORD the glory due His name; bring an offering and enter His courts.
9 ULB ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ। BSB BSB: Worship the LORD in the splendor of His holiness; tremble before Him, all the earth.
10 ULB “ସଦାପ୍ରଭୁ ରାଜ୍ୟ କରନ୍ତି,” ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ। BSB BSB: Declare among the nations: “The LORD reigns!” The world is firmly established; it cannot be moved; He will judge the peoples with equity.
11 ULB ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; BSB BSB: Let the heavens be glad and the earth rejoice; let the sea resound, and all that fills it.
12 ULB କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; BSB BSB: Let the fields exult, and all that is in them. Then all the trees of the forest will sing for joy
13 ULB ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ। BSB BSB: before the LORD, for He is coming—He is coming to judge the earth. He will judge the world in righteousness and the peoples in His faithfulness.
Select verses for actions: Enter goes to them and Escape comes back.