Psalm 99 99 Psalms Book 4 Odia Unlocked Literal Bible 1 ULB ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ। BSB BSB: The LORD reigns; let the nations tremble! He is enthroned above the cherubim; let the earth quake!
2 ULB ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ। BSB BSB: Great is the LORD in Zion; He is exalted above all the peoples.
3 ULB ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି। BSB BSB: Let them praise Your great and awesome name—He is holy!
4 ULB ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ। BSB BSB: The mighty King loves justice. You have established equity; You have exercised justice and righteousness in Jacob.
5 ULB ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି। BSB BSB: Exalt the LORD our God, and worship at His footstool; He is holy!
6 ULB ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। BSB BSB: Moses and Aaron were among His priests; Samuel was among those who called on His name. They called to the LORD and He answered.
7 ULB ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ। BSB BSB: He spoke to them from the pillar of cloud; they kept His decrees and the statutes He gave them.
8 ULB ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ। BSB BSB: O LORD our God, You answered them. You were a forgiving God to them, yet an avenger of their misdeeds.
9 ULB ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି। BSB BSB: Exalt the LORD our God and worship at His holy mountain, for the LORD our God is holy.
Select verses for actions: Enter goes to them and Escape comes back.
Chapter complete
You’ve read Psalm 99
Make Opened yours A free account keeps your place, highlights and notes on every device. Add Plus to ask Study Help about Psalm 99, and keep Opened free for readers who can’t pay.