1 ULB ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ। BSB BSB: I am a rose of Sharon, a lily of the valley.
2 ULB ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା। BSB BSB: Like a lily among the thorns is my darling among the maidens.
3 ULB ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋ’ ତୁଣ୍ଡକୁ ସ୍ୱାଦ ଲାଗିଲା। BSB BSB: Like an apple tree among the trees of the forest is my beloved among the young men. I delight to sit in his shade, and his fruit is sweet to my taste.
4 ULB ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋ’ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା। BSB BSB: He has brought me to the house of wine, and his banner over me is love.
5 ULB ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମ ପୀଡ଼ିତା। BSB BSB: Sustain me with raisins; refresh me with apples, for I am faint with love.
6 ULB ତାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ। BSB BSB: His left hand is under my head, and his right arm embraces me.
7 ULB ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ। BSB BSB: O daughters of Jerusalem, I adjure you by the gazelles and does of the field: Do not arouse or awaken love until the time is right.
8 ULB ଏହି ତ ମୋ’ ପ୍ରିୟତମଙ୍କ ରବ! ଦେଖ, ସେ ପର୍ବତଗଣ ଉପରେ କୁଦି କୁଦି, ଉପପର୍ବତଗଣ ଉପରେ ଡେଇଁ ଡେଇଁ ଆସୁଅଛନ୍ତି। BSB BSB: Listen! My beloved approaches. Look! Here he comes, leaping across the mountains, bounding over the hills.
9 ULB ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି। BSB BSB: My beloved is like a gazelle or a young stag. Look, he stands behind our wall, gazing through the windows, peering through the lattice.
10 ULB ମୋହର ପ୍ରିୟତମ କଥା କହିଲେ ଓ ସେ ମୋତେ କହିଲେ, “ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। BSB BSB: My beloved calls to me, “Arise, my darling. Come away with me, my beautiful one.
11 ULB କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା; BSB BSB: For now the winter is past; the rain is over and gone.
12 ULB ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି; BSB BSB: The flowers have appeared in the countryside; the season of singing has come, and the cooing of turtledoves is heard in our land.
13 ULB ଡିମ୍ବିରି ବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ। BSB BSB: The fig tree ripens its figs; the blossoming vines spread their fragrance. Arise, come away, my darling; come away with me, my beautiful one.”
14 ULB ହେ ମୋହର କପୋତୀ, ତୁମ୍ଭେ ଶୈଳର ଫାଟରେ ଗଡ଼ନ୍ତି ସ୍ଥାନର ଅନ୍ତରାଳରେ ଅଛ, ମୋତେ ତୁମ୍ଭ ରୂପ ଦେଖିବାକୁ ଦିଅ, ମୋତେ ତୁମ୍ଭ ରବ ଶୁଣିବାକୁ ଦିଅ; କାରଣ ତୁମ୍ଭ ରବ ସୁମିଷ୍ଟ ଓ ତୁମ୍ଭ ରୂପ ମନୋହର। BSB BSB: O my dove in the clefts of the rock, in the crevices of the cliff, let me see your face, let me hear your voice; for your voice is sweet, and your countenance is lovely.
15 ULB ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।” BSB BSB: Catch for us the foxes—the little foxes that ruin the vineyards—for our vineyards are in bloom.
16 ULB ମୋ’ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି। BSB BSB: My beloved is mine and I am his; he pastures his flock among the lilies.
17 ULB ହେ ମୋହର ପ୍ରିୟତମ, ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ତୁମ୍ଭେ ଫେରି ଆସି ବେଥର ପର୍ବତଶ୍ରେଣୀସ୍ଥ ହରିଣ ଓ ମୃଗଶାବକ ତୁଲ୍ୟ ହୁଅ। BSB BSB: Before the day breaks and shadows flee, turn, my beloved, and be like a gazelle or a young stag on the mountains of Bether.
Select verses for actions: Enter goes to them and Escape comes back.