1 ULB ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ? BSB BSB: Where has your beloved gone, O most beautiful among women? Which way has he turned? We will seek him with you.
2 ULB ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି। BSB BSB: My beloved has gone down to his garden, to the beds of spices, to pasture his flock in the gardens and to gather lilies.
3 ULB ମୁଁ ଆପଣା ପ୍ରିୟତମଙ୍କର ଓ ମୋ’ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି। BSB BSB: I belong to my beloved and he belongs to me; he pastures his flock among the lilies.
4 ULB ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ। BSB BSB: You are as beautiful, my darling, as Tirzah, as lovely as Jerusalem, as majestic as troops with banners.
5 ULB ତୁମ୍ଭେ ମୋ’ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ। BSB BSB: Turn your eyes away from me, for they have overcome me. Your hair is like a flock of goats streaming down from Gilead.
6 ULB ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ। BSB BSB: Your teeth are like a flock of sheep coming up from the washing; each has its twin, and not one of them is lost.
7 ULB ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ। BSB BSB: Your brow behind your veil is like a slice of pomegranate.
8 ULB ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି। BSB BSB: There are sixty queens and eighty concubines, and maidens without number,
9 ULB ମାତ୍ର ମୋ’ କପୋତୀ, ମୋ’ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ। BSB BSB: but my dove, my perfect one, is unique, the favorite of the mother who bore her. The maidens see her and call her blessed; the queens and concubines sing her praises.
10 ULB ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ? BSB BSB: Who is this who shines like the dawn, as fair as the moon, as bright as the sun, as majestic as the stars in procession?
11 ULB ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି। BSB BSB: I went down to the walnut grove to see the blossoms of the valley, to see if the vines were budding or the pomegranates were in bloom.
12 ULB ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋ’ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା। BSB BSB: Before I realized it, my desire had set me among the royal chariots of my people.
13 ULB ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ? BSB BSB: Come back, come back, O Shulammite! Come back, come back, that we may gaze upon you. Why do you look at the Shulammite, as on the dance of Mahanaim?
Select verses for actions: Enter goes to them and Escape comes back.